19.1 C
Bhubaneswar
Sunday, December 21, 2025
Homeଓଡିଶାଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ବାଲେଶ୍ୱର ଜିଲ୍ଲା ସୋର ଥାନା ମହୁମୁହାଣ  ଅଞ୍ଚଳରେ  ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ପୋଲିସ ଘଟଣା ସ୍ଥଳରେ  ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏହାର ତଦନ୍ତ କରୁଛି । ପରିବାର ଲୋକଙ୍କ ମନରେ ମୃତ୍ୟୁ ଖବର ଶୁଣି  ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking