26.1 C
Bhubaneswar
Thursday, September 19, 2024
Homeଓଡିଶା୧୧ କେଭି ତାର ସଂସ୍ପର୍ଶରେ ଆସି ଯୁବକ ମୃତ

୧୧ କେଭି ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଥାନା ଅଞ୍ଚଳରେ ଟିଭି କେବୁଲ୍ ତାର ସଜାଡ଼ିବା ପାଇଁ ଯାଇଥିବା ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିଥିବା ସୂଚନା ସୂଚନା ମିଳିଛି । ଯୁବକ ଜଣଙ୍କ ୧୧ କେଭି ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକ , ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ପରିବାରରେ ଦୁଃଖର ପାହାଡ଼ ଲଦି ହୋଇପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking