21.1 C
Bhubaneswar
Saturday, November 28, 2026
Homeଓଡିଶାଅଜଣା ଗାଡି ଧକ୍କାରେ ଯୁବକଙ୍କର ମୃତ୍ୟୁ

ଅଜଣା ଗାଡି ଧକ୍କାରେ ଯୁବକଙ୍କର ମୃତ୍ୟୁ

ଜି.ଉଦୟଗିରି: ଅଜଣା ଗାଡି ଧକ୍କାରେ ଜି ଉଦୟଗିରି ପଦାସାହି ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଶ୍ରୀକାନ୍ତ ପ୍ରଧାନ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ  ଶ୍ରୀକାନ୍ତ ନିଜ ଶ୍ୱଶୁର ଘର ଗୁଟିଙ୍ଗିଆରୁ ଜି.ଉଦୟଗିରିସ୍ଥିତ ନିଜ ଘରକୁ ଫେରୁଥିବା ସମୟରେ ରାତି ପ୍ରାୟ ୯ଟା ୩୦ ମିନିଟ୍‌ରେ ବାଗାରାମା ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା।  ଫଳରେ ଘଟଣାସ୍ତଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏଭଳି ଦୁଃଖଦ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking