27.1 C
Bhubaneswar
Friday, March 6, 2026
Homeଓଡିଶାଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର: ୧୬ ନଂ ଜାତୀୟ ରାଜପଥ ଚଣ୍ଡୀ ଢାବା ନିକଟ ଗୁଡଢିପ ନିକଟରେ ବାଇକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ । ମୃତକଙ୍କ ପରିଚୟ ମିଳିପାରିନାହିଁ । ମୃତକ ଜଣଙ୍କ ସାଙ୍ଗରେ ବାରହା ମାଂସ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଘଟଣା ସ୍ଥଳରେ ବାରହା ମାଂସ ପଡିଛି । ଯୁବକ ଜଣକୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି ପରେ ମୃତ ଘୋଷଣା କରିଥିଲେ ଡାକ୍ତର । ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ଓ ଏନଏଚଆଇ ପାଟ୍ରୋଲିଂ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମାଂସ କେଉଁଠୁ ଆଣିଲେ, ତାହା ସ୍ପଷ୍ଟ ହୋଇନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking