28.1 C
Bhubaneswar
Monday, April 28, 2025
Homeଓଡିଶାଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦ୍ରାପଡା:  ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପାଟକୁରା ଥାନା ବରହମପୁର ଗାଁରେ  ମୃତଦେହ ଠାବ ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ଆରମ୍ଭ କରୁଛି । ପରିବାରରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking