24.1 C
Bhubaneswar
Tuesday, February 24, 2026
Homeଓଡିଶାଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ:  ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏଭଳି ଅଭାବନୀୟ ଘଟଣା କଟକ ଜିଲ୍ଲା  ନିଆଳି ଥାନା ଓଳାଂଶ ଗାଁରୁ ଆସିଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର  କରିଛି । ତେବେ ଯୁବକ ଜଣଙ୍କ କାହିଁକି ମରିଲେ , କଣ କାରଣ ହୋଇଥାଇପାରେ  ତାହା ଅସ୍ପଷ୍ଟ ରହିଛି । ପୋଲିସ ଏହି ଘଟଣାରେ ତଦନ୍ତ ଆରମ୍ଭ କରିଛି ।  ମୃତକଙ୍କ ପରିବାର ଲୋକଙ୍କ ମନରେ ଏନେଇ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking